୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତୋଟି ସ୍ଥାନରେ ବର୍ଷା ହେବା ନେଇ ହୋଇପାରେ ବୋଲି ଜଣାପଡ଼ିଛି। ଏହି ସମୟରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

Leave A Reply