ଧୂଳିଝଡ଼ ସହ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗୁରୁବାର ସକାଳ ସମୟରୁୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିବା ସହ ବର୍ଷା ଆରମ୍ଭ ହୋଇଛି। ୧୧ଟି ଜିଲାରେ ଧୂଳିଝଡ଼, ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ଅନୁଗୁଳ, କଟକ, ନୟାଗଡ଼ ଓ ପୁରୀ ଏହି ଜିଲାବାସୀଙ୍କୁ ଦିନ ୧୨ଟା୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comments are closed.