ପୁଣି ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

0

ନୟାଗଡ଼: ପୁଣି ଜଣେ ନାବାଳିକାଙ୍କୁ ବଳାତ୍କାର ଶିକାର ହୋଇଛନ୍ତି । ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ସହ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ସେହି ଗାଁର ଜଣେ ଯୁବକ ଛାତ୍ରୀଙ୍କୁ ଘରକୁ ଡାକି ନେଇ ବଳାତ୍କାର କରିଛନ୍ତି । ଘଟଣା ପରେ ଅଭିଯୁକ୍ତ ଫେରାର ରହିଥିବା ଜଣାପଡିଛି । ଏନେଇ ଆଜି ଥାନାରେ ପରିବାର ଲୋକ ଅଭିଯୋଗ କରିବା ପରେ ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

Leave A Reply