ଭଞ୍ଜନଗରରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୨ ଅଟକ

0

ବ୍ରହ୍ମପୁର: ଭଞ୍ଜନଗର ଜଗନ୍ନାଥ ପ୍ରସାଦ ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଗ୍ରାମବାସୀମାନେ ୨ ଜଣ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି । ଘଟଣଶସ୍ଥଳରେ ପୁଲିସ ପହଞ୍ଚି ଦୁଇ ଅଭିଯୁକ୍ତଙ୍କୁ ଗ୍ରାମବାସୀ କବଳରୁ ଉଦ୍ଧାର କରିଛି । ସେମାନଙ୍କୁ ଥାନାରେ ଅଟକ ରଖି ପୁଲିସ ତଦନ୍ତ ଜାରି ରଖିଛି ।

Leave A Reply