ପୁଣି ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ

0

ରାଉରକେଲା: ପୁଣି ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ନାବାଳିକା ଜଣଙ୍କ ଘରକୁ ଫେରୁଥିବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ଯୁବକ ତାଙ୍କୁ ନିକଟସ୍ଥ ଜଙ୍ଗଲ ମଧ୍ୟକୁ ଉଠାଇ ନେଇ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୁଲିସ ସ୍ଥାନୀୟ ଅଞ୍ଚଳର ୩ ଜଣ ଯୁବକଙ୍କୁ ଅଟକ ରଖିଛି। ସେମାନଙ୍କ ନାମରେ ପୋକ୍ସୋ ଧାରାରେ ବିଶ୍ରା ଥାନାରେ ମାମଲା ରୁଜୁ ହୋଇଛି।

Leave A Reply