ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ

0

ଖୋର୍ଦ୍ଧା : ଜଙ୍କିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି । ୩ ଜଣ ବ୍ୟକ୍ତି ମାରଣାସ୍ତ୍ର ଦେଖାଇ ଯୁବତୀଙ୍କୁ ଗ୍ରାମ ପାଖରୁ ଉଠାଇ ନେଇ ଗଣ ବଳାତ୍କାର କରିଛନ୍ତି । ପିଡୀତାର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଡାକ୍ତରଖାନାକୁୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Leave A Reply