ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ

0

କୋଣାର୍କ : ପୁରୀ ଜିଲା ନିମାପଡ଼ା ଅଞ୍ଚଳରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ ଉତ୍ୟେକ୍ତ ଲୋକେ ବିଦ୍ୟାଳୟ ଘରେ ତାଲାପକାଇ ରଖିଥିବା ବେଳେ ଅଟକ ପ୍ରଧାନଶିକ୍ଷକଙ୍କୁ ପୁଲିସ ଉଦ୍ଧାର କରିଥିବା ଜଣାପଡିଛି।

Leave A Reply