ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

ବାଲେଶ୍ବର : ରେମୁଣା ଥାନା ଅନ୍ତର୍ଗତ ଆମ୍ବ ଯୋଡ଼ା ପୋଲ ନିକଟ ରାସ୍ତାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣଙ୍କ ପରିବା ବିକ୍ରି ପାଇଁ ବାଲେଶ୍ବର ଯାଉଥିବା ବେଳେ ଏହି ଦୁର୍ଘଟଣାରେ ସମ୍ମୁଖୀନ ହୋଇଛନ୍ତି । ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୁଲିସ ଓ ଓଡ୍ରାଫ୍ ଟିମ୍ ପହଞ୍ଚି ମୃତଦେହ ଜବତ କରିଛନ୍ତି ।

Comments are closed.