ଦୁଇ ବାଇକ୍ ମୁଁହାମୁଁହି ଧକ୍କା, ୨ଗୁରୁତର

0

ଆନନ୍ଦପୁର : କେନ୍ଦୁଝର ଜିଲା ଆନନ୍ଦପୁରରେ ଏକ ସଡକ ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ଜଣାପଡିଛି। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 

 

Leave A Reply