ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

0

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା ହେମଗିର ଥାନା ଅନ୍ତର୍ଗତ ପାଣି ଖୁଲିଆ ଜଙ୍ଗଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ  ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply