ମଧୁପାଟଣାରୁ ୨୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

0

କଟକ : ମଧୁପାଟଣା ଅଞ୍ଚଳରୁ ଅବକାରୀ ବିଭାଗ ଚଢ଼ାଉ କରି ୨୨୨ଗ୍ରାମ ବ୍ରାଉନସୁଗାର ଜବତ କରିଛି । ବ୍ରାଉନସୁଗାର କାରବାର ଅଭିଯୋଗରେ ୩ ଜଣ ଗିରଫ ହୋଇଛନ୍ତି । ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ପ୍ରାୟ ୨୨ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

Leave A Reply