୭ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଲେ କଲେଜ ଛାତ୍ରଛାତ୍ରୀ

0

ଭବାନୀପାଟଣା: ସରକାରୀ ସ୍ୱଂୟ ଶାସିତ ମହାବିଦ୍ୟାଳୟରେ ଖାଲି ପଡିଥିବା ଅଧ୍ୟାପକ ଓ ଅନ୍ୟ ପଦବୀ ଆଦି ପୂରଣ ଦାବି ନେଇ ଶୁକ୍ରବାର ଦିନ ଛାତ୍ରଛାତ୍ରୀମାନେ ରାସ୍ତାକୁ ଓହ୍ଲାଇଛନ୍ତି । ୭ ଦଫା ଦାବି ନେଇ କଲେଜ ଛାତ୍ରଛାତ୍ରୀମାନେ ଏକ ଶୋଭାଯାତ୍ରାରେ ଆସି କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି ।

Leave A Reply