ଜି.ଉଦୟଗିରିରେ ୧୨ ଘଣ୍ଟିଆ ବନ୍ଦ ପାଳନ

0

କନ୍ଧମାଳ : କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ଶନିବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି ।  ୩ଟି ପ୍ରମୁଖ ଦାବି ନେଇ କୁଇଦିନ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମଳିଛି ।

Leave A Reply