ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ , ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡ଼ାକରା ଦିଆଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୨୦ ତାରିଖ ଯାଏଁ କୋର୍ଟ, କଚେରି ବନ୍ଦ କରିବା ସହ ଜିଲ୍ଲାପାଳ , ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ କୋଟକାର୍ଯ୍ୟ ବନ୍ଦ କରିବାକୁ ସଂଘ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Comments are closed.