କୁଆଖାଇ ଦନୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

0

ଭୁବନେଶ୍ୱର: ଶନିବାର ଅପରାହ୍ନରେ କୁଆଖାଇ ନଦୀକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସ୍ଥାନୀୟଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ନଦୀରୁ ଉଦ୍ଧାର କରିଛନ୍ତି । ହେଲେ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ନଥିବାରୁ ଉଦ୍ଧାର ଯୁବତୀଙ୍କୁ ହସ୍ପିଟାଲ ନିଆଯାଇ ପାରିନାହିଁ । ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଆତ୍ମହତ୍ୟାର କାରଣ ଜଣାପଡିନାହିଁ ।

Leave A Reply