ଘର ଭିତରେ ରସି ଲଗାଇ ଯୁବକଙ୍କ ଆତ୍ମହତ୍ୟା ; କାରଣ ଅସ୍ପଷ୍ଟ

ବଣାଇ : ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ଲହୁଣୀପଡା ଥାନା ଅନ୍ତର୍ଗତ ବ୍ରାହ୍ମଣ ଗ୍ରାମରେ ଜଣ ଯୁବକ ଘର ଭିତର ରସି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁ କାରଣ ଜଣାପଡିବ ବୋଲି ପୁଲିସ ସୂତ୍ରରୁ ପ୍ରକାଶ ।

Comments are closed.