Home Tags Chief minister

Tag: chief minister

ଭୁବନେଶ୍ବର : ଶନିବାର ଫୁଲବାଣୀର ତୁମୁଡ଼ିବନ୍ଧ ଠାରେ ନିର୍ବାଚନ ପ୍ରଚାର ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି ଯେ, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । ବିଜେଡି ସରକାର ଆସିବାର ପ୍ରଥମ ଦିନରେ କାଳିଆ ଯୋଜନାରେ ୧୦ ହଜର ଟଙ୍କା ସିଧାସଳଖ ଚାଷୀଙ୍କ ଖାତାକୁ ଯିବ । ହେଲେ କେନ୍ଦ୍ର ସରକାର କାଳିଆ ଯୋଜନା ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି ।...
କନ୍ଧମାଳ: ଶନିବାର ଦିନିକିଆ କନ୍ଧମାଳଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲିଗୁଡ଼ାରେ ଆୟୋଜିତ କାଳିଆ ଓ ମିଶନ ଶକ୍ତି ମହାସମାବେଶରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାର ଚାଷୀଙ୍କ ପ୍ରତି ସମର୍ପିତ । ଏହି ଯୋଜନା ମାଧ୍ୟମରେ ମିଳୁଥିବା ଅର୍ଥକୁ ଆପଣମାନେ ଚାଷବାସରେ ବିନିଯୋଗ କରି ଉନ୍ନତି କରନ୍ତୁ । ମୁଁ ସର୍ବଦା ଗରିବ ଚାଷୀ ଓ ଲୋକମାନଙ୍କ ସହ ରହିଛି। ଯେଉଁମାନେ କାଳିଆ...
ଭଦ୍ରକ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭଦ୍ରକ ଜିଲା ଚାନ୍ଦବାଲିରେ ୩୯୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୬ଟି ପ୍ରକଳ୍ପ ଉଦଘାଟନ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ୧୧୮୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଚାନ୍ଦବାଲି ଉନ୍ନତିକୃତ ରାସ୍ତା, ପାଇକରାପୁର ୧୩୨/୩୩ କେ. ଭି. ଗ୍ରିଡ୍‌ ସବ୍‌ଷ୍ଟେସନ୍‌, ଗଦି ଏବଂ ମତୋ ୩୩/୧୧ କେ. ଭି. ସବ୍‌ଷ୍ଟେସନ୍‌, ଚାନ୍ଦବାଲି ପାଓ୍ଵାର୍‌...
ଭଦ୍ରକ : ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ ଗସ୍ତ ପୂର୍ବରୁ ବିଜେଡ଼ିର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ବିଧାୟକ ବ୍ୟୋମକେଶ ରାୟଙ୍କ ସମର୍ଥକ ଓ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଶଗଡିଆ କଲେଜ ଛକ ନିକଟରେ ବିଧାୟକଙ୍କ ବିରୋଧୀ ଗୋଷ୍ଠୀ ରାଲିରେ ଯାଉଥିବା ବେଳେ ବିଧାୟକଙ୍କ ସମର୍ଥକ ଗୋଷ୍ଠୀ ସେମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ପରେ ଉଭୟ ଗୋଷ୍ଠୀ ମଧ୍ୟରେ ଭୀଷଣ ଗଣ୍ଡୋଗଳ ହୋଇଥିଲା...
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗଜପତି ଜିଲ୍ଲା ଗସ୍ତରେ ଯାଇ ମୋହନା, ନୂଆଗଡ଼, ଆର. ଉଦୟଗିରି ଏବଂ ରାୟଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୮୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଥିମଧ୍ୟରୁ ୬୬ କୋଟି ଟଙ୍କାର ୧୨୯ଟି ପ୍ରକଳ୍ପର ଉଦଘାଟନ ଓ ୧୪ କୋଟି ଟଙ୍କାର ୯୮ଟି ପ୍ରକଳ୍ପର...
ଭୁବନେଶ୍ୱର: ଶୁକ୍ରବାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ସାତଟି ଜିଲ୍ଲାର ଆଠଟି ବ୍ଲକ ପାଇଁ ୪୯.୭୩ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏଥିରେ ଭଦ୍ରକ ଜିଲ୍ଲାର ଧାମନଗର, କଟକ ଜିଲ୍ଲାର କଟକ ସଦର, ଗଞ୍ଜାମର ଖଲ୍ଲିକୋଟ ଓ ପୁରୁଷୋତ୍ତମପୁର, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ଭବାନୀପାଟଣା, କେନ୍ଦୁଝର ଜିଲ୍ଲାର ତେଲକୋଇ ଏବଂ ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ ସାମିଲ ରହିଛି...
ଭୁବନେଶ୍ବର: ୧୯୯୯ ମସିହା ଅକ୍ଟୋବର ୨୯ ତାରିଖରେ ହୋଇଥିବା ମହାବାତ୍ୟାର ୧୯ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପର୍ୟ୍ୟୟ ପ୍ରାକ୍ ସୂଚନା ପ୍ରଦାନ କେନ୍ଦ୍ର ଲୋକାର୍ପଣ କରିଛନ୍ତି । ସୋମବାର ରବିନ୍ଦ୍ର ମଣ୍ଡପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା, ବନ୍ୟା, ସୁନାମୀ ଭଳି ପ୍ରକୃତିକ ବିପର୍ଯ୍ୟୟ ବିଷୟରେ ଓଡ଼ିଶାବାସୀଙ୍କୁ...
ଭୁବନେଶ୍ୱର: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିତଲି ପ୍ରଭାବିତ ଅଞ୍ଚଳ ଗୁଡିକରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଗଜପତି, ଗଞ୍ଜାମ ଓ ରାୟଗଡା ଜିଲ୍ଳାର ତିତଲି ପରର ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚି ଭୁବନେଶ୍ୱର ଫେରିବା ପରେ ପ୍ରଭାବିତ ଅଞ୍ଚଳର ପୁନରୁଦ୍ଧାର ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ ବୋଲି ଗଣମାଧ୍ୟମରେ...

ବହୁ ଚର୍ଚ୍ଚିତ ଖବର

Sunday, May 26, 2019
ଓଡ଼ିଆ | English | हिंदी