Home Tags Deadbody

Tag: deadbody

ନୟାଗଡ : ନୟାଗଡ ଜିଲା ଖୋର୍ଦ୍ଧା- ବଲାଙ୍ଗୀରର ୫୭ନମ୍ବର ଜାତୀୟ ରାଜପଥର ରାଜ ସୁନାଖଳା ନିକଟ ଏକ ପୋଲରୁ ମଙ୍ଗଳବାର ସକାଳେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତିଙ୍କ ଶରୀରରେ ଅନେକ ସ୍ଥାନରେ କ୍ଷତ ହୋଇ ରକ୍ତସ୍ରାବ ହେଉଥିବାର ଦେଖିବାକୁ ମିଳିଛି। ତେବେ ଏହା ହତ୍ୟା ନା ଦୁର୍ଘଟଣା ତାହା ସ୍ପଷ୍ଟ ହୋଇ ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି।...
ରାୟଗଡ଼ା : ରାୟଗଡ଼ା ଜିଲା ମୁନିଗୁଡ଼ା ବଂଶଧାରା ପୋଲ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଏକ ବିଦ୍ୟାଳୟର ଶିକ୍ଷକ ବୋଲି ଜଣାପଡ଼ିଛି। ମୃତଦେହ ନିକଟରେ ତାଙ୍କ ବାଇକ ପଡ଼ିଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ପୋଲ ତଳେ ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ବ୍ୟକ୍ତିଙ୍କ...
ଅନୁଗୁଳ : କୁମଣ୍ଡ ନିକଟରେ ଟ୍ରେନରେ କଟି ୨ଜଣଙ୍କ ମୃତ୍ୟୁ ହୋଇଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ଥିବା ଜଣାପଡିଛି। ମୃତଦେହ ନିକଟରେ ଏକ ବାଇକ ପଡିଥିବାର ଦେଖିବାକୁ ମିଳିଛି। ତେବେ ମୃତକଙ୍କ ପରିଚୟ ଜଣାପଡିନାହିଁ। ସେମାନଙ୍କ ମୃତ୍ୟୁ କିପରି ହୋଇଛି ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କେନ୍ଦୁଝର : କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଝାଡପୋଖରୀର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ମହିଳାଙ୍କ ପରିଚୟ ମିଳି ନ ଥିବା ଜଣାପଡିଛି। ଖବର ପାଇ ହରିଚନ୍ଦନପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
ଟିଟିଲାଗଡ : ଟିଟିଲାଗଡର ସ୍ଥାନୀୟ ଦେଓବନ୍ଧ ପୋଖରୀରୁ ଜଣେ ଅବସରପ୍ରାପ୍ତ ରେଳବାଇ କର୍ମଚାରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ପି ଚିଟି ବାବୁ (୬୫)। ଗୁରୁବାର ସକାଳେ କିଛି ସ୍ଥାନୀୟ ଲୋକେ ଦେଓବନ୍ଧ ପୋଖରୀରେ ତାଙ୍କର ମୃତଦେହ ଭାସୁଥିବାର ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତଦେହ ନିକଟରେ ଏକ ବ୍ୟାଗ ଭାସୁଥିବାର...
ସୋର : ସୋର ଥାନା ସାମ୍ନାରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଗାଡି ଚକା ତଳେ ଚାପି ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ମହିଳାଙ୍କର ପରିଚୟ ଜଣାପଡିିନାହିଁ। ତେବେ ମହିଳାଙ୍କର ମୃତ୍ୟୁ ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ନୟାଗଡ : ନୟାଗଡ ଜିଲା କୋରଡା ତ୍ରିନାଥ ମନ୍ଦିର ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ତେବେ ମୃତକ ଜଣକ କୋରଡା  ଗ୍ରାମର ବୋଲି ଜଣାପଡିଛି।। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
ସମ୍ବଲପୁର : ଜଙ୍ଗଲରୁ ଜଣେ ଶିକାରୀର ମୃତଦେହ ଉଦ୍ଧାର ହୋଇଛି । ମାଟି ତଳୁ ପୁଲିସ ମୃତଦେହକୁ ଉଦ୍ଧାର କରିଛି । ମୃତକଙ୍କ ପରିଚୟ ମିଳିଛି । ସେ ହେଲେ କିସିଣ୍ଡା ଥାନା ଗଞ୍ଜାବାହାଲ ଗାଁର ଶିକାରୀ ବାହାଦୂର ସିଂ । ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ ୩ ଜଣ ସାଥୀଙ୍କ ସହ ବାହାଦୂର ଶିକାର ପାଇଁ ଜଙ୍ଗଲକୁ ଯାଇଥିଲା। ନିଜ ବନ୍ଧୁକରେ ଏକ ମୟୂରକୁ ପିଟିବା ବେଳେ...
ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ବୋଲଗଡ ଅସରଳା ପଞ୍ଚାୟତ ଆମ୍ବଗାଡିଆ ନିକଟରେ ଥିବା ଏକ ଚୁଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକ ଜଣକ ଗତ ୨ ଦିନ ପୂର୍ବରୁ ନିଖୋଜ ହୋଇଥିବା ଜଣାପଡିଛି। ମୃତକଙ୍କ ଘର ପୁଆଣିଆ ଗ୍ରାମ​‌ରେ ବୋଲି ଜଣାପଡିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।
କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ସ୍ଥିତ ସିକରପାଇ ବ୍ରିଜ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ସିକରପାଇ ଗ୍ରାମର କିରଣ ଓଡ଼ାକା(୧୬)। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ପରିବାର ପକ୍ଷରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତଦନ୍ତ ଆରମ୍ଭ କରିଛି।

ବହୁ ଚର୍ଚ୍ଚିତ ଖବର

Saturday, May 25, 2019
ଓଡ଼ିଆ | English | हिंदी