Home Tags Modi

Tag: Modi

ବଲାଙ୍ଗିର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନିକିଆ ଓଡିଶା ଗସ୍ତରେ ଆସି ୧୫,୫୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ପଥରଚେପାରେ ଆୟୋଜିତ ଜନସଭାରେ ଉଦବୋଧନ ଦେବା ସମୟରେ ନକ୍ସଲ ଗୁଳିରେ ପ୍ରାଣ ହରାଇଥିବା ବଲାଙ୍ଗୀର ସୁପୁତ୍ର ସହିଦ ଅଚ୍ୟୁତାନନ୍ଦ ସାହୁଙ୍କୁ ସ୍ମରଣ କରି ଭାବବିହ୍ବଳ ଭାଷଣ ଦେଇଛନ୍ତି । ସ୍ବର୍ଗତ ଅଚ୍ୟୁତାନନ୍ଦ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୋଦୀ କହିଛନ୍ତି ମାଓବାଦୀମାନେ ତାଙ୍କୁ ହତ୍ୟା କରି...
ବଲାଙ୍ଗୀର : ରେଳ ଷ୍ଟେସନ ନିକଟସ୍ଥ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ୧୫୫୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ପ୍ରଥମେ ବଲାଙ୍ଗୀର-ବିଛୁପାଲି ମଧ୍ୟରେ ନୂଆ ରେଳପଥର ଲୋକାର୍ପଣ କରିଛନ୍ତି। ବଲାଙ୍ଗୀର-ବିଛୁପାଲି ନୂତନ ରେଳ ଲାଇନ ଉପରେ ସବୁଜ ପତାକା ଦେଖାଇ ନୂଆ ରେଳ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହାସହ ରାୟଗଡ଼ାରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଶୁଭ ଉଦଘାଟନ କରିବା ସହ ସୁବର୍ଣ୍ଣପୁର କେନ୍ଦ୍ରୀୟ...
ବଲାଙ୍ଗୀର : ବଲାଙ୍ଗୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ସେ ସ୍ୱତନ୍ତ୍ର ବାୟୁସେନା ହେଲିକାପ୍ଟର ଯୋଗେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ଗଣେଶୀ ଲାଲ, ଜୁଏଲ ଓରାମ,ସାଂସଦ କଳିକେଶ ସିଂହଦେଓ, ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ,ବିରୋଧୀ ଦଳ ନେତା ତଥା ବିଧାୟକ ନରସିଂହ ମିଶ୍ର, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୂଚନା ଅନୁଯାୟୀ,ବଲାଙ୍ଗୀରରେ ପ୍ରଧାନମନ୍ତ୍ରୀ...
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଟେଲିଫୋନ୍‍ ଯୋଗେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହିତ ବହୁ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ଆମେରିକା ସହିତ ଭାରତର ବାଣିଜ୍ୟ କାରବାର ହ୍ରାସ ଏବଂ ଆଫଗାନିସ୍ତାନ ସ୍ଥିତି ଉପରେ ଏହି ଆଲୋଚନାରେ ଗୁରୁତ୍ୱାରୋପ କରାଯାଇଛି। ଆତଙ୍କବାଦ ଦମନ ଓ ପ୍ରତିରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗିତା ବୃଦ୍ଧିକୁ ଦୁଇ ନେତା ଗୁରୁତ୍ୱ ଦେଇଛନ୍ତି। ଏଥିସହ ସହଯୋଗିତା...
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବଲାଙ୍ଗୀର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଜାନୁୟାରୀ ୧୬ ତାରିଖ ପରିବର୍ତ୍ତେ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ୧୫ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଓଡିଶା ଗସ୍ତରେ ଆସିବେ । ଏନେଇ ବିଜେପି ବିଧାୟକ ଦଳର ନେତା କନକ ବର୍ଦ୍ଧନ ସିଂହଦେଓ ସୂଚନା ଦେଇଛନ୍ତି । ମୋଦୀଙ୍କ କାର୍ଯ୍ୟକ୍ରମରେ କାହିଁକି ପରିବର୍ତ୍ତନ କରାଯାଇଛି ତାହା ସ୍ପଷ୍ଟ ହୋଇନାହିଁ । ଏହି ଦିନ...
ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଆଇଆଇଟିରେ ପ୍ରଧାନମନ୍ତ୍ରୀ ପହଞ୍ଚିଛନ୍ତି। ଆଇଆଇଟି ଭୁବନେଶ୍ୱରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ମୋଦୀ ସମର୍ପଣ କରିବେ। ଏତଦ ବ୍ୟତୀତ ବିଭିନ୍ନ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ ମଧ୍ୟ କରିବେ। ମଞ୍ଚଳରେ ପ୍ରଧାନମନ୍ତ୍ରୀ ମୋଦୀ , ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ମଧ୍ୟ ଉପସ୍ଥିତ ଅଛନ୍ତି।
ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀଙ୍କ ସ୍ୱାଗତ ପାଇଁ ସେଠାରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସହ ବହୁ ବ୍ୟକ୍ତି ରହିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ମଧ୍ୟ ଉପସ୍ଥିତ ରହିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ଆଇଆଇଟି ଅଭିମୁଖେ ପ୍ରଧାନମନ୍ତ୍ରୀ ଯାତ୍ରା କରିଛନ୍ତି।
ଭୁବନେଶ୍ବର: ଖ୍ରୀଷ୍ଟମାସର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାନ୍ତାକ୍ଳଜ୍ ଭୂମିକାରେ ଓଡିଶା ଆସୁଛନ୍ତି । ତାଙ୍କ ମୁଣାରେ ରହିଛି ଓଡିଶା ପାଇଁ ୧୫ ହଜାର କୋଟି ଟଙ୍କାର ଉପହାର । ଏକ କାର୍ଯ୍ୟକ୍ରମ ମାଧ୍ୟମରେ ମୋଦୀ ୧୫ ହଜାର କୋଟି ଟଙ୍କାର ୧୩ଟି ପ୍ରକଳ୍ପର ଓଡିଶା ପାଇଁ ଉତ୍ସର୍ଗ କରିବେ । ୨୦୧୯ ନିର୍ବାଚନ ପାଇଁ ମୋଦୀଙ୍କ ଏହି ପଦକ୍ଷେପ ବହୁତ ମହତ୍ତ୍ବପୂର୍ଣ୍ଣ...
ଭୁବନେଶ୍ୱର: ଓଡ଼ିଶାରେ ଆୟୋଜିତ ପୁରୁଷ ହକି ବିଶ୍ୱକପ-୨୦୧୮ର ସଫଳତାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀ ଓ ରାଜ୍ୟ ସରକାରଙ୍କୁ ଭୂୟସୀ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଉତ୍ସାହଭରା ବାର୍ତ୍ତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ହକି ବିଶ୍ୱକପର ଅଭୂତପୁର୍ବ ସଫଳତା ପ୍ରଧାମନମନ୍ତ୍ରୀଙ୍କୁ ଅଭିଭୂତ କରିଛି। ଏହାର ଆୟୋଜନ ଏବଂ ଉପଯୁକ୍ତ ପରିଚାଳନାରେ ଯେଉଁମାନେ କଠିନ ପରିଶ୍ରମ କରିଛନ୍ତି...
ନୂଆଦିଲ୍ଲୀ: ନଭେମ୍ବର ୨୦ରେ ଛତିଶଗଡରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ବେଳେ ରବିବାର ହେଉଛି ନିର୍ବାଚନ ପ୍ରଚାରର ଶେଷ ଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ମହାସମୁନ୍ଦର ଏକ ସଭାରେ ଯୋଗ ଦେଇ କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି । ସଭାରେ ମୋଦୀ କହିଛନ୍ତି ଯେ, ୫୦ ବର୍ଷର ଶାସନକାଳ ମଧ୍ୟରେ କଂଗ୍ରେସ ସରକାର ଜନତାଙ୍କୁ ବେକଳ ମିଛ କହି ବୋକା ବନେଇଛି...

ବହୁ ଚର୍ଚ୍ଚିତ ଖବର

Monday, March 25, 2019
ଓଡ଼ିଆ | English | हिंदी