Home Tags Odianews

Tag: odianews

ଅନୁଗୁଳ : ଢାବା ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ବ୍ୟବହାର କରୁଥିବା ଏକ ବୋଲେରୋ ଗାଡିକୁ ପୁଲିସ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜ୍ୟୋତିରଞ୍ଜନ ପଟ୍ଟନାୟକ, ଚିତ୍ତ ରଞ୍ଜନ ନାୟକ ଓ ଶେଷନ ନାୟକ। ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଅଛି। ସୂଚନାଯୋଗ୍ୟ ଯେ, ଅନୁଗୁଳ ଜିଲା ତାଳଚେର ଷଣ୍ଢଗାଁ ନିକଟରେ ଥିବା ଏକ ଢାବାର ମାଲିକଙ୍କୁ ଦୁର୍ବୃତ୍ତମାନେ ମାସିକ ୧୦ହଜାର ଟଙ୍କା ଦାଦାବଟି...
ବାଲେଶ୍ୱର: ଜଣେ ବଙ୍ଗୀୟ ନାବାଳିକାଙ୍କ ସହ ଗଣ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ଆସିଛି । ପୀଡିତା ନାବାଳିକାଙ୍କ ଘର ପଶ୍ଟିମବଙ୍ଗର ରାମପୁର ଅଞ୍ଚଳରେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, କିଛି ଯୁବକ ତାଙ୍କୁ ପ୍ରଲୋଭନ ଦେଖାଇ ଅପହରଣ କରିନେଇଥିଲେ ବୋଲି ପୀଡିତା ଅଭିଯୋଗ କରିଛନ୍ତି । ପରେ ତାଙ୍କୁ ନିଶା ଔଷଧ ଖୁଆଇ ଗଣବଳାତ୍କାର କରିଥିଲେ ଓ ପରେ...

ବହୁ ଚର୍ଚ୍ଚିତ ଖବର

Monday, March 25, 2019
ଓଡ଼ିଆ | English | हिंदी