Home Tags Pethai

Tag: pethai

ଭୁବନେଶ୍ବର : ସାମୁଦ୍ରିକ ଝଡ ‘ପେଥାଇ’ ଦୁର୍ବଳ ହୋଇ ବାତ୍ୟାର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ବର୍ଷା ଯୋଗୁଁ ଅନେକ ସ୍ଥାନରେ ଧାନ ଫସଲ ନଷ୍ଟ ହୋଇଥିବା ଖବର ମିଳିଛି। ବିଲରେ ପାଚିଲା ଧାନ ଫସଲ ଏବଂ କଟା ହୋଇଥିବା ଧାନ ଗଜା ହେବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଧାନ ଫସଲ କ୍ଷତି ପାଇଁ ସହାୟତା...
ଭୁବନେଶ୍ବର : ସ୍ଥଳଭାଗ ଛୁଇଁଲା ପରେ ସାମୁଦ୍ରିକ ଝଡ ‘ପେଥାଇ’ ଧୀରେ ଧୀରେ ଦୁର୍ବଳ ହେବାକୁ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୧୨ଘଣ୍ଟା ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶ ଉପକୂଳ ସମେତ ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥଳଭାଗ ଛୁଇଁଲା ପରେ ସମୁଦ୍ରରେ ଏହି ଝଡ ଦୁର୍ବଳ ହୋଇ ବାତ୍ୟାର ରୂପ ନେଇଛି। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ସହ ପବନ ବୋହି ବ୍ୟାପକ...
ବିଜୟୱାଡା : ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ପେଥାଇ’ ସୋମବାର ମଧ୍ୟାହ୍ନରେ ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲା ଅନ୍ତର୍ଗତ କାର୍ଟେନିକୋନ ଗ୍ରାମଠାରେ ଭୂଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଜିଲା ସାଙ୍ଗକୁ ଓଡ଼ିଶା ଏବଂ ତାମିଲନାଡୁରେ ପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବୋହିଛି। ବିଭିନ୍ନ ସ୍ଥାନରେ ବଡ଼ବଡ଼ ବୃକ୍ଷ ଓ ବିଦ୍ୟୁତ ଖୁଣ୍ଟ ଉପୁଡିପଡିଥିବାବେଳେ କେତେକ ସ୍ଥାନରେ...
ଭୁବନେଶ୍ୱର: ସୋମବାର ସାମୁଦ୍ରିକ ଝଡ଼ ପେଥାଇ ସ୍ଥଳଭାଗ ଛୁଇଁଛି । ଆନ୍ଧ୍ରପ୍ରଦେଶର ଗୋଦାବରୀ ଜିଲ୍ଲା କାଟ୍ରେନିକୋଣାର ସମୁଦ୍ରରେ ସାମୁଦ୍ରିକ ଝଡ଼ ଦୁର୍ବଳ ହୋଇ ବାତ୍ୟା ରୂପରେ ନେଇଛି । ଏହାର ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ଲାଗି ରହିଛି । ଆନ୍ଧ୍ରର ୩୫୦ଟି ଗାଁରୁ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରାଯାଇଛି। ଓଡିଶାର ଗଜପତି, ରାୟଗଡା, ନବରଙ୍ଗପୁର, ମାଲକାନାଗିରି,...
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ‘ପେଥାଇ’ ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ଉତ୍ତର - ପଶ୍ଚିମ ଦିଗରେ ଗତି କରୁଛି। ଉତ୍ତର-ପଶ୍ଚିମ ଦିଗରେ ଗତି କରି ସୋମବାର ଅପରାହ୍ନ ସୁଦ୍ଧା ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପ୍ରତିକୂଳ ପରିବେଶ ଯୋଗୁ ଏହା ସ୍ଥଳଭାଗ ଛୁଇଁବା ପୂର୍ବରୁ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିବ ବୋଲି ଜଣାପଡ଼ିଛି।...
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋର ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ପେଥାଇ’ ବାତ୍ୟାର ରୂପ ନେଇ ଆନ୍ଧ୍ର ଆଡ଼କୁ ମୁହାଁଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇ ସୋମାବାର ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ମଚ୍ଛଲିପଟ୍ଟନମ୍-କାକିନଡା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଓଡିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।...

ବହୁ ଚର୍ଚ୍ଚିତ ଖବର

Saturday, May 25, 2019
ଓଡ଼ିଆ | English | हिंदी