Home Tags Rain

Tag: rain

ନୂଆଦିଲ୍ଲୀ .- ଚଳିତ ବର୍ଷ ମେ ୨୨ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡମାନ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚିବ । ଜୁନ ୪ ତାରିଖ ସୁଦ୍ଧା ଏହା କେରଳ ଉପକୂଳ ସ୍ପର୍ଶ କରିବ ବୋଲି ପାଣିପାଗ ବିଜ୍ଞାନ ସଂସ୍ଥା ସ୍କାଏମେଟ୍‌ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଗୋଟିଏ କି ଦୁଇ ଦିନ ଏପଟ ସେପଟ ହୋଇପାରେ । କେରଳ ସହ ଉତ୍ତର ପୂର୍ବ ଭାରତରେ ମୋସୁମୀ...
ହାଇଦ୍ରାବାଦ - ଦକ୍ଷିଣ ଭାରତ ସହ ମଧ୍ୟ ଭାରତ ଓ ଓଡିଶାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି । ଅସହ୍ୟ ଗରମ ଓ ଗୁଳି ଗୁଳି ଯୋଗୁଁ ସାଧାରଣ ମଣିଷ କଷ୍ଟ ପାଉଛନ୍ତି । ଦେଶର ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଛି । ଗ୍ରୀଷ୍ମରୁ ନିସ୍ତାର ମିଳୁ ନ ଥିବା ବେଳେ କେତକ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଯୋଗୁଁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ପାଣିପାଗ...
ନୂଆଦିଲ୍ଲୀ .- ପ୍ରାକ ମୌସୁମୀ ବର୍ଷା ଯୋଗୁଁ ଦେଶରେ ଚାଲିଥିବା ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ମୁକ୍ତି ମିଳିବ ବୋଲି ପାଣିପାଗ ବିଷୟରେ ସୂଚନା ଦେଉଥିବା ଅନ୍ତର୍ଜାତୀୟ ସଂସ୍ଥା ସ୍କାଏମେଟ୍‌ ସୂଚନା ଦେଇଛି । ଦକ୍ଷିଣ ଓଡିଶାରୁ ଛତିଶଗଡ, ଆନ୍ଧ୍ରପ୍ରଦେଶ,ତେଲେଙ୍ଗାନା ଓ କର୍ଣ୍ଣାଟକର ଆଭ୍ୟନ୍ତରୀଣ ଅଞ୍ଚଳ ମଧ୍ୟ ଦେଇ ଦକ୍ଷିଣ ପଶ୍ଚିମ ଓ ପଶ୍ଚିମର ଉଷୁମ ଓ ଆଦ୍ର ବାୟୁର ପ୍ରବାହ ରହିଛି । ଏହା ମଧ୍ୟ ପ୍ରଦେଶର ପଶ୍ଚିମ...
ଭୁବନେଶ୍ୱର : ବର୍ଷା ଓ ବଜ୍ରପାତ କାରଣରୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରବିବାର ୬ଟି ଜିଲା ପାଇଁ ସତର୍କ ସୂଚନା ଜାରି କରିଛି। ଏହି ଜିଲା ଗୁଡ଼ିକ ହେଉଛି- କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି। ଏହି ସମସ୍ତ ଜିଲା ଗୁଡିକରେ ବର୍ଷା ସହ ବିଜୁଳି ମାରିବାର ସମ୍ଭାବନା ରହିଛି। ସୂଚନା ଯୋଗ୍ୟ, ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ଆସନ୍ତା ୫...
ଭୁବନେଶ୍ୱର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବାତ୍ୟା ଫନି ଘନୀଭୂତ ହୋଇଛି। ଏହା ଚେନ୍ନାଇ ଠାରୁ ପ୍ରାୟ ୧୦୫୦ କିମି ଦୂରରେ ରହିଥିବାର ଜଣାପଡ଼ିଛି। ଫନି ପ୍ରଭାବ ହେତୁ ବିଶେଷ କରି ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ୨୪ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ଆସନ୍ତା ଆସନ୍ତା ୨...
ଭୁବନେଶ୍ୱର : ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ଜିଲାରେ ବର୍ଷା ଓ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଛଅଟି ଜିଲାକୁ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଗଜପତି ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ...
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସହ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ...
ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା, ବୌଦ, ସୋନପୁର ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସନ୍ଧ୍ୟା ୫ଟା ୧୫ ସୁଦ୍ଧା କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ...
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସୋମବାର ସକାଳ ସମୟରୁ ବର୍ଷା ସହ ପବନ ମଧ୍ୟ ହୋଇଛି। ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବା ଆଞ୍ଚଳକି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୂଚନା ଯୋଗ୍ୟ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର,...
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡିଶା ଓ ଉପକୂଳ ଓଡିଶାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳବ । ୧୫ଟି ସହରରେ କାଳବୈଶାଖୀ ସହ ବର୍ଷା ହେବର ସମ୍ଭାବନା ରହିଛି । ଏହା ସହ ବର୍ଷା ସମୟରେ ଖୁବ୍ ଅଧିକ ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।

ବହୁ ଚର୍ଚ୍ଚିତ ଖବର

Monday, May 27, 2019
ଓଡ଼ିଆ | English | हिंदी