Browsing Tag

saheed

ଆର୍ବିଡି ହାଇସ୍କୁଲର ୧୯୮୯ ମ୍ୟାଟ୍ରିକ ବ୍ୟାଚ ପକ୍ଷରୁ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ଦେବଗଡ : ଭାରତ-ଚୀନ ସୀମାନ୍ତରେ ସହିଦ ହୋଇଥିବା ଭାରତର ୨୦ ଜଣ ବୀର ଯବାନଙ୍କୁ ସ୍ଥାନୀୟ ରାଜା ବାସୁଦେବ ହାଇସ୍କୁଲର ୧୯୮୯ ମସିହା ମ୍ୟାଟ୍ରିକ ବ୍ୟାଚର ଛାତ୍ରମାନଙ୍କ ପକ୍ଷରୁ ଆଜି ସମୁହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।…
Read More...

ଆତଙ୍କବାଦୀଙ୍କ ଗୁଳିରେ ଡିଏସ୍‌ପି ସହିଦ

ଶ୍ରୀନଗର..- ଜାମ୍ମୁ କାଶ୍ମୀରର କୁଲଗାମ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ସମୟରେ ଜଣେ ଡିଏସ୍‌ପି  ସହିଦ ହୋଇଛନ୍ତି । ଅମନ ଠାକୁର ନାମକ ଡିଏସ୍‌ପି ସହିଦ ହୋଇଛନ୍ତି । ରବିବାରରେ ଏକ ସୂଚନା ଆଧାରେ…
Read More...