Home Tags Terrorist killed

Tag: terrorist killed

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନରେ ସେନାବାହିନୀକୁ ବଡ଼ ଧରଣର ସଫଳତା ମିଳିଛି। ସେନା ଗୁଳିରେ ବୁଧବାର ସକାଳୁ ଆଉ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। କାଶ୍ମୀରର ବଡଗାମ୍‍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇବା ପରେ ସେନା ଓ ପୁଲିସ ପକ୍ଷରୁ ମିଳିତ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀମାନେ ପାଲଟା ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇଜଣ...
ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଶୁକ୍ରବାର ସକାଳୁ ସୁରକ୍ଷା କର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଜାମ୍ମୁ-କାଶ୍ମୀର ରାଜଧାନୀ ଶ୍ରୀନଗରଠାରୁ ୫୦ କିମି ଦୂର ଅନନ୍ତନାଗ ଜିଲା ସେକିପୋରାଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଗୁଳିରେ ଯବାବ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ...
ଶ୍ରୀନଗର: ସୁରକ୍ଷା କର୍ମୀଙ୍କ ଗୁଳିରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଂଗଠନ ଜୈସ-ଏ-ମହମ୍ମଦର ଦୁଇ ସଦସ୍ୟ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ସଂଗଠନର ମୁଖ୍ୟ ମୌଲାନା ମାସୁଦ ଆଝାରର ପୁତୁରା ଉସ୍‍ମାନ ହାଇଦର ଥିବା କୁହାଯାଉଛି। ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଦକ୍ଷିଣ କାଶ୍ମୀରର ଟ୍ରାଲ୍‍ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସେଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ସେନା ଓ ସୁରକ୍ଷା...
ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ତା’ଠାରୁ କେତେକ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ପୁଲିସ ସୂଚନା ଅନୁଯାୟୀ, ଜାମ୍ମୁ-କାଶ୍ମୀର ଫୁଲୱାମା ଜିଲାର ଦାଲିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଗୁଇନ୍ଦା ସୂଚନା ପାଇବା ପରେ ଶନିବାର ସକାଳେ ସୁରକ୍ଷା କର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚାଳନା କରିବାରୁ ସୁରକ୍ଷାକର୍ମୀମାନେ ପାଲଟା ଗୁଳିଚାଳନା କରିଥିଲେ।...

ବହୁ ଚର୍ଚ୍ଚିତ ଖବର

Saturday, May 25, 2019
ଓଡ଼ିଆ | English | हिंदी