ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ

0

ରାଉରକେଲା : ଏକ ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ବନ୍ଧମୁଣ୍ଡା ଡି କ୍ୟାବିନ୍ ନିକଟରେ ଗାର୍ଡ ବଗି ସହ ୫ଟି ବଗି ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରେନ୍ ଚଳାଚଳ ବାଧା ପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ରେଳବିଭାଗ କର୍ମଚାରୀ ପହଞ୍ଚି ବଗି ଉଠାଇବା କାର୍ଯ୍ୟ ଆରମ୍ଭ କରିଛନ୍ତି ।

Leave A Reply