ଟ୍ରକ ଓଲଟି ଜଣେ ଆହତ

0

ବାଲେଶ୍ବର : ବାହାଙ୍ଗା ବଜାର ନିକଟରେ ଏକ ଚାଉଳ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଟ୍ରକର ଡ୍ରାଇଭର ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଗାଡିରେ ଚାଉଳ ଚୋରା ଚାଲାଣ କରାଯାଉଥିବାର ସନ୍ଦେହ କରାଯାଉଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

Leave A Reply