ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରକ, ଚାଳକ ମୃତ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ଥାନା ଅନ୍ତର୍ଗତ କେନ୍ଦୁ ଘାଟିରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ କିରୋସିନୀ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଫଳରେ ଟ୍ରକ ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି।

Comments are closed.