ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ

0

ସୋର : ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲିଆପାଳ ପଞ୍ଚୁପାଲି ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢଉ କରାଯାଇଛି। ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କ ନାମ ମନୋରଞ୍ଜନ ବାରିକ। ଗୁରୁବାର ସକାଳୁ ମନୋରଞ୍ଜନଙ୍କ ବାହାନଗା ସ୍ଥିତ ବାସଭବନ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ଉ କରିଛି।  ଚଢଉ ଜାରି ରହିଥିବାରୁ ଜବତ ସମ୍ପତ୍ତିର ମୂଲ୍ୟ ଜଣାପଡ଼ିନାହିଁ।

Leave A Reply