ପାଣିପାଗ ବିଭାଗ ପକ୍ଷରୁ ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଝଡବର୍ଷା ଓ ବଜ୍ରପାତ ହେବା ନେଇ ୫ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ ଏବଂ ବରଗଡ ଜିଲ୍ଲାକୁ ଝଡବର୍ଷା ଓ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.