କାଳବୈଶାଖୀ ସମ୍ଭାବନା; ୨୨ଟି ଜିଲାରେ ସତର୍କ ସୂଚନା

0

ଭୁବନେଶ୍ୱର: କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା କରାଯାଉଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି,ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼,ଜୟପୁର, ଭଦ୍ରକ,ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ନୟାଗଡ଼ ଜିଲାରେ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply