କାନ୍ଥ ଭୁଶୁଡି ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

0

କେନ୍ଦୁଝର: କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବେଉସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ଯାଇଛି। ଏଥିରେ ସ୍ୱାମୀଙ୍କ ମୃତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ସ୍ୱାମୀ ଓ ସ୍ତ୍ରୀ ଶୋଇଥିବା ବେଳେ ତାଙ୍କ ଉପରେ କାନ୍ଥ ଭୁଶୁଡି ପଡିଥିଲା। ଘଟଣାସ୍ଥଳରେ ହିଁ ସ୍ୱାମୀଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply