କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୩ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୩ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୨ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.