ତାଲୁକ ଆଇନ୍ ସେବା କମିଟି ପକ୍ଷରୁ ବରିଷ୍ଠ ନାଗରିକ ଦିବସ ପାଳିତ

ଟିଟିଲାଗଡ : ବଲାଙ୍ଗୀର ଜିଲା ତାଲୁକ ଆଇନ୍ ସେବା କମିଟି ପକ୍ଷରୁ ଆୟୋଜିତ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଟିଟିଲାଗଡ ଅତିରିକ୍ତ ଜିଲା ଦୌରା ଜଜ ଅଭିଭାଷଣ ଦେଇଥିଲେ।

Comments are closed.