ଯୁବକଙ୍କୁ ପିଟିପିଟି ହତ୍ୟା; ଅଭିଯୁକ୍ତ ଫେରାର

0

ଭଦ୍ରକ: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗାଡିଆ ଗ୍ରାମରେ ଗୁରୁବାର ଜଣେ ଯୁବକଙ୍କୁ ୪ଜଣ ଯୁବକ ପିଟିପିଟି ହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଡାକ୍ତରଖାନା ନିଆଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟିଥିବା ଜଣାପଡିଛି। ଆକ୍ରମଣକାରୀ ଯୁବକମାନେ ଫେରାର ଥିବାବେଳେ ଗ୍ରାମରେ ଉତ୍ତେଜନା ଦେଖାଦେଇଛି।

Leave A Reply