ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼ : ଟିଟିଲାଗଡ଼ ଥାନା ଘଣ୍ଟାବାହାଳି ଗାଁର ରାଜିନ୍ଦ୍ର ଛତରକଙ୍କ ହତ୍ୟା ଘଟଣାରେ ସୋମବାର ମୁଖ୍ୟ ଅଭିଯୁକ୍ତ ଉଜ୍ଜ୍ୱଳମଣି ବାଗକୁ ଗିରଫ କରାଯାଇଛି। ପୁଲିସ ଅଭିଯୁକ୍ତକୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି। ପ୍ରେମ ସମ୍ପର୍କରୁ ଗତ ୧୯ ତାରିଖରେ ଏହି ହତ୍ୟାକାଣ୍ଡ ହୋଇଥିଲା ବୋଲି ସୂଚନା ମିଳିଛି।

Comments are closed.