କରୋନା ମୁକାବିଲା: ପ୍ରଣବ, ମନମୋହନ, ସୋନିଆ, ନବୀନଙ୍କ ସହ ମୋଦିଙ୍କ ଆଲୋଚନା

ଭୁବନେଶ୍ବର (ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ଦେଶର ବରିଷ୍ଠ ନେତାମାନଙ୍କ ସହ ଟେଲି-ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୂତ୍ର ଅନୁସାରେ ପ୍ରଧାନମନ୍ତ୍ରୀ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଓ ଏଚ୍.ଡ଼ି.ଦେବେଗୌଡ଼ା, ୟୁପିଏ ଅଧ୍ୟକ୍ଷା ତଥା କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।

Comments are closed.