ରାଜ୍ୟରେ କରୋନା ; ଏକ ଅଙ୍କରେ ସୀମିତ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ,ସଙ୍ଗରୋଧରୁ ୫ ଓ ସ୍ଥାନୀୟ ୩।


୪ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରୁ ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୪, ନୂଆପଡା ୧ ଓ ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୮୭କୁ ବୃଦ୍ଧି ପାଇଛି। ୧୨,୭୯,୧୧୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Comments are closed.