ଆଉ ୧୦ କରୋନା ଆକ୍ରାନ୍ତ ମୃତ ; ମୃତ୍ୟୁ ସଂଖ୍ୟା ୭୦୧

ଭୁବନେଶ୍ୱର : ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୭୦୧ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ କଟକ ଓ ପୁରୀରୁ ୨ ଜଣ ଲେଖାଏଁ , ବଲାଙ୍ଗୀର , ଗଞ୍ଜାମ , କଳାହାଣ୍ଡି, ଖୋର୍ଦ୍ଧା, ମୟୁରଭଞ୍ଜ, ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments
Loading...