ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ ୪ ମୃତ

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଛି।

ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ଗଞ୍ଜାମ, ବରଗଡ, କଟକ, ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

Comments are closed.