ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୧୨ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ଉଦଘାଟିତ

ପୁରୀ : ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୨ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ଉଦଘାଟିତ। ରାଜ୍ୟ ଆୟୁଷ ନିର୍ଦ୍ଦେଶକ ଭୂମେଶ୍ ଚନ୍ଦ୍ର ବେହେରାଙ୍କ ଦ୍ଵାରା ଏହି ପ୍ରତିମୂର୍ତ୍ତି ଉଦଘାଟିତ ହୋଇଛି। କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରା ଉପସ୍ଥିତ ଥିଲେ।

Comments are closed.