ରାଜ୍ୟରେ ଆଉ ୧୩୮ ନୂଆ ପଜିଟିଭ୍ ଚିହ୍ନଟ, ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଲା

ଭୁବନେଶ୍ବର : ସୋମବାର ରାଜ୍ୟରେ ଆଉ ୧୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନର ଦିଆଯାଇଛି। ୧୮ ଜିଲ୍ଲାରୁ  ଏହି ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୨୫ କ୍ୱାରେଣ୍ଟାଇନ ସେଣ୍ଟରରୁ ଏବଂ ୧୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।

Comments are closed.