ବଜ୍ରାଘାତରେ ଜଣେ ମହିଳା ମୃତ, ଜଣେ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲା ଝୁମ୍ପୁରୁ ବ୍ଲକ ଉଖୁଣ୍ଡା ଗ୍ରାମରେ ଗୁରୁବାର ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ଉଭୟ ମହିଳା ବିଲରେ କାମ କରୁଥିବା ବେଳେ ବଜ୍ରପାତ ହେବାଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଜଣେ ଗୁରୁତର ହୋଇଛନ୍ତି।

Comments are closed.