ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୨ ଗିରଫ

କେନ୍ଦୁଝର: ଘଟଗାଁ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଘର ବାହାରେ ଶୋଇଥିବା ବେଳେ ଜଙ୍ଗଲକୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ଅଭିଯୋଗ ଆଧାରରେ ପୁଲିସ ୨ ଜଣ ଅଭିଯୁକ୍ତ ଗିରଫ କିରଛି।

Comments are closed.