ପୋଲରେ ପିଟି ହୋଇ ଦୁଇ ମୃତ

0

ବଣେଇ : ପୋଲରେ ପିଟି ହୋଇ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ବଣେଇ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଭାଲୁପାଣି ଠାରେ ଏହି ଦୁର୍ଘଟଣା ଘଟିଛି। ଉଭୟ ଗୋଟିଏ ବାଇକରେ ଯାଉଥିବା ବେଳେ ପୋଲରେ ପିଟି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Leave A Reply