ଆଉ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ; ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ୨ଜଣ କରୋନା ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରୁ ଏହି ୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଜଣେ ୭୦ ବର୍ଷ ବୟସ୍କ ବୃଦ୍ଧ ଏବଂ ଜଣେ ୨୯ ବର୍ଷ ବୟସ୍କ ଯୁବକ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ଜଣାପଡିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Comments are closed.