ପ୍ରକାଶ ପାଇଲା +୩ ନାମ ଲେଖା ବିଜ୍ଞପ୍ତି

ଭୁବନେଶ୍ବର : ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ୍ ୨୪ରୁ ଅନଲାଇନ୍ ଆବେଦନ ଆରମ୍ଭ ହେବ । ଅନଲାଇନ୍ ଆବେଦନର ଶେଷ ତାରିଖ ଜୁଲାଇ ୮ ରହିଛି । ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ଏବଂ ଅଗଷ୍ଟ ୫​‌ରେ ଦ୍ବିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ।

Comments are closed.