ସୁରକ୍ଷାକର୍ମୀ- ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟ ; ୩ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଉତ୍ତର କାଶ୍ମୀରର ଗୁଣ୍ଡବ୍ରଥ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି।
ଜମ୍ମୁ-କାଶ୍ମୀର ପୁଲିସଙ୍କ ସୂଚନା ଅନୁଯାୟୀ, ଗତକାଲି ପ୍ରଥମେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏହାପରେ ପାଲଟା ଗୁଳିଚାଳନାରେ ୩ ଆତଙ୍କବାଦୀ ନିହତ ହୋଇଥିଲେ। ଏବେ ମଧ୍ୟ ଘଟଣାସ୍ଥଳରେ ତଲାସି ଅଭିଯାନ ଜାରି ରହିଛି।

Comments are closed.