ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ରାଜ୍ୟରେ ୩ରେ ପହଞ୍ଚିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଜି କରୋନାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ ଗଞ୍ଜାମ ଜିଲ୍ଲାର। ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି। ପୂର୍ବରୁ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୨୨୪ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.