ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଓ କୋରାପୁଟ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୧୨୮କୁ ବୃଦ୍ଧିପାଇଛି।

Comments are closed.