ବଲାଙ୍ଗୀର :  ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ମୃତ

0

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା  ପୁଇଁତଲାର ସାତମାଇଲଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ବାଇକ ଉପରେ ଟ୍ରକ ମାଡିଯିବାରୁ ଏହି ଦୁର୍ଘଟଣା ଘଟିଛି । ଘଟଣା ସ୍ଥଳରେ ୩ ଜଣଙ୍କର  ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ୩ ଜଣ ମାଲପଡ଼ାର ବୋଲି ଜଣାପଡିଛି । ୩ ଜଣ ସାଙ୍ଗ ବାଇକରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

Leave A Reply